Bisforana:CM-Dhami-takes-decision-regarding-government-scheme
posted by: Bisforana
216 views

ସରକାରୀ ଯୋଜନା ସମ୍ପର୍କରେ ମତାମତ ନେଲେ ସିଏମ ଧାମି

ଗୋପେଶ୍ୱର, ୨୧ ଅଗଷ୍ଟ - ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଗୁରୁବାର ଦିନ ଭରାଡିସୈଣରେ ପ୍ରାତଃଭ୍ରମଣ ସମୟରେ ସ୍ଥାନୀୟ ଲୋକଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଏହି ସମୟରେ ସେ ଚନ୍ଦ୍ର ସିଂହ ନେଗିଙ୍କ ଦୋକାନରେ ଚା ପିଇଥିଲେ।ବୁଧବାର ଦିନ ଉତ୍ତରାଖଣ୍ଡ ବିଧାନସଭାର ମୌସୁମୀ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେମୁଖ୍

Bisforana:Odisha-Police-creates-history-on-the-world-sports-stage
posted by: Bisforana
480 views

ବିଶ୍ୱ କ୍ରୀଡା ମଞ୍ଚରେ ଇତିହାସ ରଚିଛି ଓଡିଶା ପୋଲିସ

ଯୁକ୍ତରାଷ୍ଟ୍ର ଆମେରିକାର ବିର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି କ୍ରମରେ ଆଜି ୪ ଜଣ ଯୁବ କ୍ରୀଡାବିତ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। କନଷ୍ଟେବଳ ଅଶୋକ ଦଣ୍ଡସେନା ୧୫୦୦ ମି

Bisforana:Prime-Minister-meets-the-President-of-Ghana
posted by: Bisforana
232 views

ଘାନା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘାନାର ରାଷ୍ଟ୍ରପତି ମହାମହିମ ଡକ୍ଟର ଜନ୍ ଡ୍ରାମାନି ମହାମାଙ୍କୁ ଭେଟିଛନ୍ତି । ଜୁବୁଲି ହାଉସରେ ପହଞ୍ଚିବା ପରେ ରାଷ୍ଟ୍ରପତି ମହାମା ତାଙ୍କୁ ଭବ୍ୟସ୍ୱାଗତ କରିଥିଲେ । ଘାନାକୁ ପ୍ରଧାନମନ୍ତ୍ରୀଙ୍କ ଏହି ଯାତ୍ରା ତିନି ଦଶନ୍ଧି ମଧ୍ୟରେ ଏପରି ପ୍ରଥମ ଗସ୍ତ । ଦୁଇ ନେତା ପ୍ରତିବନ୍ଧିତ ତଥା ପ୍ରତିନିଧିମଣ୍ଡଳ ସ୍ତରୀ

Bisforana:To-bring-change-in-the-lives-of-poor-people----Double-engine-government-doing-double-work---Dharmendra-Pradhan
posted by: Bisforana
193 views

ଗରିବ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଡବଲ କାମ କରୁଛି ଡବଲ ଇଞ୍ଜିନ ସରକାର - ଧର୍ମେନ୍ଦ୍ର ପ୍ରଧାନ

· ପାଖାପାଖି ୨୨ କୋଟିରୁ ଅଧିକ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ · ବରଗଡ଼ ୨ଜି ଜୈବ ଇଥାନଲ ପ୍ଲାଣ୍ଟ ଦେଶର ଇଥାନଲ ଆବଶ୍ୟକତାକୁ ପୂରଣ କରିବ · ଗରିବ ଲୋକଙ୍କ ସାମୂହିକ ଓ ସାମଗ୍ରିକ ବିକାଶ କରିବା ଆମ ସରକାର ବଦ୍ଧ ପରିକର · ବରଗଡ଼ ଜିଲ୍ଲାରେ ଡବଲ ଇଞ୍ଜିନ ସରକାରରେ ହୋଇଥ

Bisforana:odisha-identity-expression-and-desire--Symbol-Radhishmi-Ghaldhaar-Naag-–-Dharmendra-Pradhan
posted by: Bisforana
177 views

ଓଡ଼ିଶାର ଅସ୍ମିତା, ଅଭିବ୍ୟକ୍ତି ଓ ଆବେଗର ପ୍ରତୀକ ପଦ୍ରଶ୍ମୀ ହଳଧର ନାଗ- ଧର୍ମେନ୍ଦ୍ର ପ୍ରଧାନ

· ଲୋକକବି ହଳଧର ନାଗଙ୍କ ଉପରେ ଲିଖିତ କିଛି ପୁସ୍ତକ, ଗ୍ରନ୍ଥାବଳୀ ଏବଂ ସଂକଳନ ଉନ୍ମୋଚିତ · ପଦ୍ରଶ୍ମୀ ହଳଧର ନାଗ ହେଉଛି ଭାରତର ଜଣେ ଉଜ୍ଜ୍ୱଳ ରତ୍ନ · ଜନୈକ ବ୍ୟକ୍ତିକୁ ଲେଖାରେ ସକ୍ରିୟ କରିବାର ମାଧ୍ୟମ ହେଉଛି ସାହିତ୍ୟ · ବୌଦ୍ଧିକ ତରଙ୍ଗକୁ ନିରନ୍ତର ସଞ୍ଚାଳିତ କରି ନୂଆ ଆବେଗ ତିଆ

Bisforana:Gautam-Adani-paid-courtesy-call-on-the-Chief-Minister--Development-of-port-based-industry-in-Odisha-discussion-on
posted by: Bisforana
158 views

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ ଓଡ଼ିଶାରେ ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଉପରେ ଆଲୋଚନା

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେ

Bisforana:Chief-Ministers-decision-Chief-Ministers-good-news-for-temporary-employees-before-Rath-Yatra
posted by: Bisforana
427 views

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି , ରଥଯାତ୍ରା ପୂର୍ବରୁ ସାମୟିକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଖୁସି ଖବର

ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ନିବୃତ୍ତି ସମୟରେ ପାଇବେ ଏକକାଳୀନ ୨.୫ ଲକ୍ଷ, ପୂର୍ବରୁ ପାଉଥିଲେ ୧.୫ ଲକ୍ଷ ଟଙ୍କା ଏହି ପରିମାଣ ପ୍ରତି ଦୁଇ ବର୍ଷରେ ୧୦ ପ୍ରତିଶତ ବୃଦ୍ଧି ପାଇବ ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର। ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ବେଳେ (

Bisforana:The-Uttarakhand-Irrigation-Corporation-has-set-a-target-of-irrigating-9-lakh-hectares-of-land-in-five-years
posted by: Bisforana
170 views

ପାଞ୍ଚ ବର୍ଷରେ ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ

ଆଗାମୀ ପାଞ୍ଚ ବର୍ଷରେ ସମଗ୍ର ରାଜ୍ୟରେ ଓଡ଼ିଶା ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ନିଗମର ଏକ ବୈଠକରେ ଏହାର ପରିଚାଳନା ନିର୍ଦ୍ଦେଶକା ଶ୍ରୀମତୀ ସ୍ଵଧା ଦେବ ସିଂ, ଆଇ. ଏ. ଏସ ଘୋଷଣା କରିଛନ୍ତି। ପ୍ରତି ଜିଲ୍ଲାର ସମସ୍ତ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ମାନଙ୍କର ମାସିକ ବୈଠକରେ ଯୋଗଦେଇ ନିଗମ ଦ୍ବାରା କାର୍ଯ୍

Bisforana:Utkalamani-Pandit-Gopabandhus-Shraddha-Divas-celebrated-at-the-Assembly-premises
posted by: Bisforana
170 views

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସ

Bisforana:Tribal-Affairs-Minister-Mr-Joel-Oram-emphasizes-on-providing-employment-to-displaced-youth
posted by: Bisforana
149 views

ବିସ୍ଥାପିତ ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନ କରିବା ଉପରେ ଗୁରୁତ୍ୱାରୋପ କଲେ ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍‌

ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଯୋଜନା କାର୍ଯ୍ୟକାରୀ କରିବାକୁ ନେଇ ଉଚ୍ଚସ୍ତରୀୟ ବୈଠକ ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣକୁ ନେଇ ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଭାରୀ ଉଦ୍ୟୋଗ ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ.ଡି. କୁମାରସ୍ୱାମୀ, ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଏବଂ

Bisforana:Like-during-the-Emergency-Congress-still-has-a-feudal-dictatorial-and-arrogant-mentality---Dharmendra-Pradhan
posted by: Bisforana
215 views

ଏମର୍ଜେନ୍ସି ଭଳି ଆଜି ମଧ୍ୟ କଂଗ୍ରେସ ପାଖରେ ସାମନ୍ତବାଦୀ, ଏକଛତ୍ରବାଦୀ ଓ ଅହଙ୍କାର ମାନସିକତା ରହିଛି- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱରରେ ଜରୁରୀକାଳୀନ ପରିସ୍ଥିତିର କଳା ଅଧ୍ୟାୟର ୫୦ ବର୍ଷ ପୂର୍ତ୍ତିର ଆଲୋଚନାଚକ୍ର ଅନୁଷ୍ଠିତ · କଂଗ୍ରେସ ଦ୍ୱାରା ଗଣତନ୍ତ୍ରକୁ କୁଠାରଘାତ ଇତିହାସର ୫୦ ବର୍ଷର କାହାଣୀ ଉପରେ ଆଲୋକପାତ · ୧୯୭୫ ଜୁନ୍ ୨୫ ତାରିଖରେ 'ଜରୁରୀକାଳୀନ ପରିସ୍ଥିତି' ଭାରତୀୟ ଗଣତନ୍ତ୍ର ଉପରେ କଂଗ୍ରେସ ଦ୍ୱାରା ଲଗାଯାଇଥିବା ଏକ କଳା ଫର୍ଦ୍ଦ,

Bisforana:Birgobindpur-to-be-a-centre-for-arts-skill-development-and-knowledge-dissemination---Dharmendra-Pradhan
posted by: Bisforana
174 views

କଳା, ଦକ୍ଷତା ବିକାଶ ଓ ଜ୍ଞାନ ପରିପ୍ରକାଶର କେନ୍ଦ୍ରସ୍ଥଳ ହେବ ବୀରଗୋବିନ୍ଦପୁର - ଧର୍ମେନ୍ଦ୍ର ପ୍ରଧାନ

ପୁରୀ ବୀରଗୋବିନ୍ଦପୁରରେ ୪.୭୫ କୋଟି ବ୍ୟୟରେ ବିଭିନ୍ନ ସୌନ୍ଦର୍ଯ୍ୟମୂଳକ ପ୍ରକଳ୍ପ ଲୋକାର୍ପିତ · କମ୍ୟୁନିଟି ହଲ, ବହୁମୁଖୀ ଦକ୍ଷତା ତାଲିମ କେନ୍ଦ୍ର, ଯୋଗକେନ୍ଦ୍ର, ଆଲୋକୀକରଣ ସହ ଶୌଚାଳୟ, ପାନୀୟ ଜଳର ସୁବିଧା, ପୋଖରୀ ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପ ଲୋକାର୍ପିତ · ୩ ଜୁନ୍ ୨୦୨୨ ମସିହାରେ ପ୍ରକଳ୍ପ ଗୁଡ଼ିକର ଭିତ୍ତିପ୍ରସ

Bisforana:Rath-Yatra-Special-Train-to-Puri-from-almost-all-parts-of-Odisha-and-neighboring-states
posted by: Bisforana
165 views

ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳ ସହିତ ପଡ଼ୋଶୀ ରାଜ୍ୟଗୁଡ଼ିକରୁ ପୁରୀକୁ ରଥ ଯାତ୍ରା ସ୍ପେଶାଲ୍ ଟ୍ରେନ୍‌

ପୂର୍ବତଟ ରେଳପଥ ରଥଯାତ୍ରା ସମୟରେ ପୁରୀକୁ ଏବଂ ପୁରୀରୁ 365ଟି ରଥଯାତ୍ରା ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବ ପୁରୀରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବକୁ ଦୃଷ୍ଟିରେ ରଖି ପୂର୍ବ ତଟ ରେଳପଥ ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ସୁଗମ ଏବଂ ଆରାମଦାୟକ ଯାତ୍ରାକୁ ସୁଗମ କରିବା ପାଇଁ ଅଭୂତପୂର୍ବ ବ୍ୟବସ୍ଥା ଗ୍ରହଣ କରିଛି | ରଥଯ

Bisforana:Odisha-condemned-for-barbaric-attacks-on-Dalits
posted by: Bisforana
171 views

ଦଳିତଙ୍କ ପ୍ରତି ବର୍ବୋରଚିତ ଆକ୍ରମଣ ପାଇଁ ଓଡ଼ିଶା ନିନ୍ଦିତ

ଚଳିତ ମାସ ୨୨ ତାରିଖରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ପଞ୍ଚାୟତରେ ଦୁଇ ଦଳିତ ବ୍ୟକ୍ତି ବୁଲୁ ନାଏକ ଓ ବାବୁଲା ନାଏକଙ୍କୁ ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ କରି ଅଧା ଲଣ୍ଡା କରି, ଆଣ୍ଠେଇ, ଘାସ ଖୁଆଇ, ନର୍ଦ୍ଦମା ପାଣି ପିଆଇ ନିଜକୁ ବିଶ୍ୱ ହିନ୍ଦୁ ପରିଷଦର ସଦସ୍ୟ, ଗୋରକ୍ଷକ କହି ଯେଉଁ ଅମାନବୀୟ, ଅମାନୁଷିକ କାଣ୍ଡ ଭିଆଇଲେ ତାହା ସଭ୍ୟ

Bisforana:PCC-celebrates-Shraddha-Day-of-Gopabandhu-Das
posted by: Bisforana
169 views

ପିସିସି ପକ୍ଷରୁ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ଗୋପବନ୍ଧୁ ଛକରେ ଥିବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ

Bisforana:Massive-plantation-is-necessary-to-build-a-green-Odisha-Maheshwar-Sahu
posted by: Bisforana
161 views

ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ : ମହେଶ୍ୱର ସାହୁ

 ଚାରାରୋପଣ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କଲେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର  ଅଗଷ୍ଟ ୧୫ ସୁଦ୍ଧା ଓଡ଼ିଶାର ସବୁ ଗ୍ରାମରେ ୧୦ ଲକ୍ଷ ବୃକ୍ଷ ଚାରାରୋପଣ କରିବାକୁ ଲକ୍ଷ୍ୟ ମହାନ ସ୍ୱାଧୀନତା ସଂଗ୍ରମାୀ ତଥା ଜନସଂଘର ପ୍ରତିଷ୍ଠାତା ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନକୁ ସ୍ମରଣୀୟ କରିବ